Jeremiah 28:11 — Compare Translations
5 translations compared side by side
Odia - 1840
"ଆଉ ହନାନିଯ ସବୁ ଲୋକଙ୍କ ସାକ୍ଷାତ ରେ ବଡ଼ ପାଟି ରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇବର୍ଷ ହବୋ ପୂର୍ବରୁ ବାବିଲର ରାଜା ନବୂଖଦନିତ୍ସରର ୟୁଆଳି ସବୁ ଦେଶୀଯମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା । ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହନାନିୟ ସବୁ ଲୋକଙ୍କ ସାକ୍ଷାତରେ ବଡ଼ ପାଟିରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ହେବା ପୂର୍ବରୁ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମିୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।