Jeremiah 28:12 — Compare Translations

5 translations compared side by side

Odia - 1840
"ହନାନିଯ ଭବିଷ୍ଯଦବକ୍ତା ଯିରିମିୟଙ୍କ ସ୍କନ୍ଧରୁ ୟୁଆଳି ନଇେ ଭାଙ୍ଗିଲା ପ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ହନାନିୟ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କ ସ୍କନ୍ଧରୁ ଯୁଆଳି ନେଇ ଭାଙ୍ଗିଲା ପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,