Jeremiah 28:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ୟାଇ ହନାନିଯକୁ କୁହ, 'ତୁମ୍ଭେ ସିନା କାଠର ୟୁଆଳି ଭାଙ୍ଗି ଦଲେ, ମାତ୍ର ଆମ୍ଭେ ତାହା ବଦଳ ରେ ଲୁହାର ୟୁଆଳି ପ୍ରସ୍ତୁତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାଇ ହନାନୀୟକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯାଇ ହନାନିୟକୁ କୁହ, ‘ତୁମ୍ଭେ ସିନା କାଠର ଯୁଆଳି ଭାଙ୍ଗି ଦେଲ, ମାତ୍ର ଆମ୍ଭେ ତାହା ବଦଳରେ ଲୁହାର ଯୁଆଳି ପ୍ରସ୍ତୁତ କରିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାଇ ହନାନୀୟକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।’