Jeremiah 28:14 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ଏହିସବୁ ଦେଶୀଯ ରାଜାଗଣ ବାବିଲର ରାଜା ନବୂଖଦନିତ୍ସରର ସବୋ କରିବେ। ଏଥିପାଇଁ ମୁଁ ସମାନଙ୍କେ ସ୍କନ୍ଧ ରେ ଲୁହାର ୟୁଆଳି ରଖିଅଛି। ସମାନେେ ତାହାର ସବୋ କରିବେ ଆଉ ମଧ୍ଯ କ୍ଷେତ୍ରସ୍ଥ ପଶୁଗଣ ତାହାର ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ରାଜାଗଣ ବାବିଲର ରାଜା ନବୂଖଦ୍ନିତ୍ସରର ସେବା କରିବେ। ଏଥିପାଇଁ ମୁଁ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛି। ସେମାନେ ତାହାର ସେବା କରିବେ ଆଉ ମଧ୍ୟ କ୍ଷେତ୍ରସ୍ଥ ପଶୁଗଣ ତାହାର ସେବା କରିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”