Jeremiah 28:17 — Compare Translations
5 translations compared side by side
Odia - 1840
"ଆଉ ହନାନିଯ ଭବିଷ୍ଯଦବକ୍ତା ସହେି ବର୍ଷ ସପ୍ତମ ମାସ ରେ ମଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହନାନିୟ ଭବିଷ୍ୟଦ୍ବକ୍ତା ସେହି ବର୍ଷ ସପ୍ତମ ମାସରେ ମଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।