Jeremiah 28:2 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ଯିହୁଦା ଉପ ରେ ଥିବା ବାବିଲ ରାଜାର ୟୁଆଳି ଭାଙ୍ଗିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିହୁଦା ଉପରେ ଥିବା ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।
Odia IRV 2017 (ଓଡିଆ ବାଇବେଲ)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ।