Jeremiah 28:3 — Compare Translations

5 translations compared side by side

Odia - 1840
"ବାବିଲର ରାଜା ନବୂଖଦନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେଉଁସବୁ ପାତ୍ର ବାବିଲକୁ ନଇେ ୟାଇଅଛି, ସେସବୁ ଆମ୍ଭେ ଦୁଇବର୍ଷ ପୂର୍ର୍ଣ ହବୋ ପୂର୍ବରୁ ପୁନର୍ବାର ଏହି ସ୍ଥାନକୁ ଫରୋଇ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେଉଁସବୁ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ଦୁଇ ବର୍ଷ ପୂର୍ଣ୍ଣ ହେବା ପୂର୍ବରୁ ପୁନର୍ବାର ଏହି ସ୍ଥାନକୁ ଫେରାଇ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।