Jeremiah 28:4 — Compare Translations

5 translations compared side by side

Odia - 1840
"ପୁଣି ଯିହାୟୋଦାରକୀମର ପୁତ୍ର ଯିହୁଦାର ରାଜା ୟିହୋଯାଖୀନକୁ ଓ ଯିହୁଦାର ବାବିଲକୁ ବନ୍ଦୀ ହାଇେ ୟାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫରୋଇ ଆଣିବା।' ଏହା ସଦାପ୍ରଭୁ କହନ୍ତି, 'କାରଣ ଆମ୍ଭେ ବାବିଲ ରାଜାର ୟୁଆଳି ଭାଙ୍ଗି ପକାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯିହୋୟାକୀ‌‌‌ମ୍‌‌‌ର ପୁତ୍ର ଯିହୁଦାର ରାଜା ଯିହୋୟାଖୀ‌‌‌ନ୍‌‌‌କୁ ଓ ଯିହୁଦାର ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା।’ ଏହା ସଦାପ୍ରଭୁ କହନ୍ତି, ‘କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”