Jeremiah 28:5 — Compare Translations
5 translations compared side by side
Odia - 1840
"ତା'ପ ରେ ଭବିଷ୍ଯଦବକ୍ତା ଯିରିମିୟ ପରମେଶ୍ବରଙ୍କ ଗୃହ ରେ ଠିଆ ହାଇେଥିବା ଯାଜକମାନଙ୍କ ସାକ୍ଷାତ ରେ ଓ ସମସ୍ତ ଲୋକଙ୍କ ସାକ୍ଷାତ ରେ ଭବିଷ୍ଯଦବକ୍ତା ହନାନିଯକୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଭବିଷ୍ୟଦ୍ବକ୍ତା ଯିରିମିୟ ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ଭବିଷ୍ୟଦ୍ବକ୍ତା ହନାନିୟକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ,