Jeremiah 28:6 — Compare Translations

5 translations compared side by side

Odia - 1840
"ଯିରିମିୟ ଭବିଷ୍ଯଦବକ୍ତା ହନାନିଯକୁ ଏହା କହିଲେ, ଆମେନ୍! ସଦାପ୍ରଭୁ ସପରେି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସହେି ବାକ୍ଯସବୁ ସିଦ୍ଧ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ହନାନିୟକୁ ଏହା କହିଲେ, “ଆମେନ୍! ସଦାପ୍ରଭୁ ସେପରି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)