Jeremiah 28:7 — Compare Translations

5 translations compared side by side

Odia - 1840
" ତେଣୁ ହେ ହନାନିଯ, ମୁଁ ତୁମ୍ଭ କର୍ଣ୍ଣଗୋଚର ରେ ଓ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚର ରେ ଯେଉଁ କଥା କହୁଅଛି, ତାହା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ହେ ହନାନିୟ, ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚରରେ ଯେଉଁ କଥା କହୁଅଛି, ତାହା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।