Jeremiah 28:8 — Compare Translations

5 translations compared side by side

Odia - 1840
"ତୁମ୍ଭର ଓ ମାରେ ବହୁ ପୂର୍ବରୁ ଅନକେ ଭବିଷ୍ଯଦବକ୍ତା ବହୁଦେଶ ଓ ମହାନ୍ ମହାନ୍ ରାଜ୍ଯ ବିରୁଦ୍ଧ ରେ ୟୁଦ୍ଧ, ଦୁର୍ଭିକ୍ଷ ଓ ମହାମାରୀର ଭବିଷ୍ଯଦବକ୍ତା ପ୍ରଚାର କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳରେ ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଓ ମୋର ବହୁ ପୂର୍ବରୁ ଅନେକ ଭବିଷ୍ୟ‌ଦ୍‌ବକ୍ତା ବହୁଦେଶ ଓ ମହାନ ମହାନ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଦୁର୍ଭିକ୍ଷ ଓ ମହାମାରୀର ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭର କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।