Jeremiah 28:9 — Compare Translations
5 translations compared side by side
Odia - 1840
"ଯେଉଁ ଭବିଷ୍ଯଦବକ୍ତା ଶାନ୍ତିର ଭବିଷ୍ଯଦବାକ୍ଯ ପ୍ରଚାର କଲେ ସହେି ଭବିଷ୍ଯଦବକ୍ତାର ବାକ୍ଯ ସଫଳ ହେଲାପ ରେ ସିନା ସଦାପ୍ରଭୁ ତାହାକୁ ପ୍ରକୃତ ରେ ପଠାଇ ଅଛନ୍ତି ବୋଲି ଜଣାପଡ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରେ ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ପରେ ସିନା ସଦାପ୍ରଭୁ ତାହାକୁ ପ୍ରକୃତରେ ପଠାଇ ଅଛନ୍ତି ବୋଲି ଜଣାପଡ଼େ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।”