Jeremiah 29:1 — Compare Translations
5 translations compared side by side
Odia - 1840
"ଯିରିମିୟ ନିର୍ବାସିତମାନଙ୍କ ମଧିଅରେ ଥିବା ପ୍ରାଚୀନମାନଙ୍କ ପାଖକୁ ଯାଜକଗଣଙ୍କ ପାଖକୁ ଭବିଷ୍ଯତ୍ ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ ରରଣେ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖଦନିତ୍ସର ୟିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନଇୟୋଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକ-ଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
Odia Bible ERV 2004 (ପବିତ୍ର ବାଇବଲ)
ବାବିଲସ୍ଥିତ ଜୀଉ ନିର୍ବାସିତମାନଙ୍କୁ ଏକ ପତ୍ର ଯିରିମିୟ ନିର୍ବାସିତମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କ ପାଖକୁ ଯାଜକଗଣଙ୍କ ପାଖକୁ ଭବିଷ୍ୟଦ୍ବକ୍ତାଗଣଙ୍କ ପାଖକୁ ଓ ଅନ୍ୟ ସମସ୍ତ ବାବିଲ ନିବାସୀମାନଙ୍କ ନିକଟକୁ ଏକ ପତ୍ର ପ୍ରେରଣ କଲେ ଏବଂ ଏହିସବୁ ଲୋକମାନଙ୍କୁ ନବୂଖଦ୍ନିତ୍ସର ଯିରୁଶାଲମରୁ ବାବିଲୋନକୁ ନିର୍ବାସିତ ରୂପେ ନେଇଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
Odia IRV 2017 (ଓଡିଆ ବାଇବେଲ)
ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,