Jeremiah 29:10 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ କହନ୍ତି, ମାତ୍ର ବାବିଲ ରେ ସତୁରି ବର୍ଷ ସୂର୍ଣ୍ଣ ହେଲାପ ରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ବାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ୟିରୁଶାଲମକୁ ଫରୋଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ଯ ପୂରଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ କହନ୍ତି, “ମାତ୍ର ବାବିଲରେ ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ପରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ଯିରୁଶାଲମକୁ ଫେରାଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ୟ ପୂରଣ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।”