Jeremiah 29:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ଯଦ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।