Jeremiah 29:12 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ଵାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ୟାନ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।