Jeremiah 29:13 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭମାନେେ ଆମ୍ଭକୁ ଅନ୍ବଷେଣ କରିବ। ଆଉ ସର୍ବାନ୍ତଃକରଣ ରେ ଯେତବେେଳେ ତୁମ୍ଭମାନେେ ଆମ୍ଭକୁ ଖାଜେିବ ସେତବେେଳେ ଆମ୍ଭକୁ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ଵେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଆମ୍ଭକୁ ଅନ୍ୱେଷଣ କରିବ। ଆଉ ସର୍ବାନ୍ତଃକରଣରେ ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ଖୋଜିବ ସେତେବେଳେ ଆମ୍ଭକୁ ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।”