Jeremiah 29:15 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କହିବ, ସଦାପ୍ରଭୁ ଆମ୍ଭମାନଙ୍କ ନିମନ୍ତେ ବାବିଲକୁ ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍-ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ନିମନ୍ତେ ବାବିଲକୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍‍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍‍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି” ବୋଲି ତୁମ୍ଭେମାନେ କହିଅଛ।