Jeremiah 29:16 — Compare Translations

5 translations compared side by side

Odia - 1840
"ତୁମ୍ଭ ସହିତ ବାବିଲକୁ ବନ୍ଦୀ ହାଇେ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷଯ ରେ ଓ ଦାଉଦର ସିଂହାସନ ରେ ଉପବିଷ୍ଟ ରାଜା ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସହିତ ବାବିଲକୁ ବନ୍ଦୀ ହୋଇ ଆସି ନ ଥିବା ତୁମ୍ଭମାନଙ୍କ ଭ୍ରାତୃଗଣ ବିଷୟରେ ଓ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍‍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍‍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;