Jeremiah 29:17 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଏହି କଥା କହନ୍ତି, ୟିରୁଶାଲମ ରେ ଅବଶିଷ୍ଟ ଥିବା ଲୋକମାନଙ୍କ ପାଇଁ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ଆଉ ଘୃଣାଜନକ ଭୋଜନ ଅ ଯୋଗ୍ଯ ମନ୍ଦ ଡ଼ିମ୍ବିରି ଫଳ ତୁଲ୍ଯ ସମାନଙ୍କେୁ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯିରୁଶାଲମରେ ଅବଶିଷ୍ଟ ଥିବା ଲୋକମାନଙ୍କ ପାଇଁ ଆମ୍ଭେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ଆଉ ଘୃଣାଜନକ ଭୋଜନ ଅଯୋଗ୍ୟ ମନ୍ଦ ଡିମ୍ବିରି ଫଳ ତୁଲ୍ୟ ସେମାନଙ୍କୁ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।