Jeremiah 29:18 — Compare Translations

5 translations compared side by side

Odia - 1840
"ଆମ୍ଭେ ୟିରୁଶାଲମସ୍ଥ ଅବିଷ୍ଟ ଲୋକମାନଙ୍କ ନିମନ୍ତେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ସମାନେେ ଏକ ବସ୍ତୁ ହବେେ, ଯାହାକୁ କି ଦେଶ ଅଭିଶାପର ବୀଭିଷିକାର ଓ ହୀସ୍ ଶବ୍ଦର ବସ୍ତୁରୂପେ ବ୍ଯବହାର କରିବ। ଆଉ ସମାନେେ ପୃଥିବୀବାସୀଙ୍କ ନିକଟରେ ଲଜ୍ଜ୍ଯାର ଏକ ବିଷଯ ହବେେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯିରୁଶାଲମସ୍ଥ ଅବିଷ୍ଟ ଲୋକମାନଙ୍କ ନିମନ୍ତେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା। ସେମାନେ ଏକ ବସ୍ତୁ ହେବେ, ଯାହାକୁ କି ଦେଶ ଅଭିଶାପର ବୀଭିଷିକାର ଓ ଶୀସ୍ ଶବ୍ଦର ବସ୍ତୁରୂପେ ବ୍ୟବହାର କରିବ। ଆଉ ସେମାନେ ପୃଥିବୀବାସୀଙ୍କ ନିକଟରେ ଲଜ୍ଜାର ଏକ ବିଷୟ ହେବେ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;”