Jeremiah 29:19 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତ ରେ ଉଠି ଆମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ସମାନଙ୍କେ ନିକଟକୁ ପଠାଇ ଯାହା କହିଲୁ, ସମାନେେ ତାହା ପ୍ରତି କର୍ଣ୍ଣପାତ କଲେ ନାହିଁ। ପୁଣି ସଦାପ୍ରଭୁ କହନ୍ତି, ସମାନଙ୍କେ ନିକଟକୁ ବାରମ୍ବାର ଆମ୍ଭର ଦାସକୁ ପଠାଇ ଯାହା କହିଲୁ, ସମାନେେ ଆମ୍ଭର ବାକ୍ଯ ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣକୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ଏହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ନୋହିଲ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ତାହା ପ୍ରତି କର୍ଣ୍ଣପାତ କଲେ ନାହିଁ।” ପୁଣି ସଦାପ୍ରଭୁ କହନ୍ତି, “ସେମାନଙ୍କ ନିକଟକୁ ବାରମ୍ବାର ଆମ୍ଭର ଦାସକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି;” ମାତ୍ର ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।”