Jeremiah 29:2 — Compare Translations

5 translations compared side by side

Odia - 1840
"ରାଜା ଯିହାୟୋଦାରଖୀନ, ରାଜମାତା, ନପୁଂସକଗଣ, ପ୍ରାଚୀନବର୍ଗ, ଶିଳ୍ପକାରୀଗଣ ଓ କର୍ମକାରଗଣ ୟିରୁଶାଲମରୁ ପ୍ରସ୍ଥାନ କଲା ଉତ୍ତା ରେ ଏହି ପତ୍ର ପଠାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ଵାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକ-ମାନଙ୍କର ଓ ଭବିଷ୍ୟଦ୍ବକ୍ତାଗଣର ଓ ସମସ୍ତ ଲୋକ-ମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯିହୋୟାଖୀନ୍, ରାଜମାତା, ନପୁଂସକଗଣ, ପ୍ରାଚୀନବର୍ଗ, ଶିଳ୍ପକାରୀଗଣ ଓ କର୍ମକାରଗଣ ଯିରୁଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ ଏହି ପତ୍ର ପଠାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,
Odia IRV 2017 (ଓଡିଆ ବାଇବେଲ)