Jeremiah 29:20 — Compare Translations
5 translations compared side by side
Odia - 1840
"ଏଣୁ ଆମ୍ଭଦ୍ବାରା ୟିରୁଶାଲମରୁ ବାବିଲକୁ ତଡ଼ିତ ନିର୍ବାସିତ ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭ ଦ୍ଵାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭଦ୍ୱାରା ଯିରୁଶାଲମରୁ ବାବିଲକୁ ତଡ଼ିତ ନିର୍ବାସିତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।