Jeremiah 29:23 — Compare Translations
5 translations compared side by side
Odia - 1840
"ସମାନେେ ଇଶ୍ରାୟେଲ ରେ ଅତି ମନ୍ଦ ଆଚରଣ କରିଛନ୍ତି, ସମାନେେ ଆପଣା ଆପଣା ପ୍ରତିବେଶୀ ସ୍ତ୍ରୀ ସହିତ ବ୍ଯଭିଚାର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସମାନେେ ଆମ୍ଭ ନାମ ରେ ମିଥ୍ଯା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଇସ୍ରାଏଲରେ ଅତି ମନ୍ଦ ଆଚରଣ କରିଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସେମାନେ ଆମ୍ଭ ନାମରେ ମିଥ୍ୟା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,’” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”