Jeremiah 29:24 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭେ ନିହିଲାମୀଯ ବଂଶର ଶମଯିଯଙ୍କୁ ଏହି ବାର୍ତ୍ତା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟିୟଙ୍କ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ଆଉ ମଧ୍ୟ ତୁମ୍ଭେ ନିହିଲାମୀୟ ବଂଶର ଶମୟିୟଙ୍କୁ ଏହି ବାର୍ତ୍ତା ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,