Jeremiah 29:25 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଶମଯିଯ, ତୁମ୍ଭେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ମା ସଯରେ ପୁତ୍ର ସଫନିଯ ଯାଜକକୁ ଓ ଅନ୍ଯାନ୍ଯ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମ ରେ ଏହି ପତ୍ର ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଶମୟିୟ, ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକଙ୍କୁ ମାସେୟର ପୁତ୍ର ସିଫନିୟ ଯାଜକକୁ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,
Odia IRV 2017 (ଓଡିଆ ବାଇବେଲ)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,