Jeremiah 29:26 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏହି ପତ୍ର ରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, 'ଯିହାୟୋଦାରଦା ଯାଜକ ବଦଳ ରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କହେି ବାତୁଳ ହାଇେ ନିଜକୁ ଭବିଷ୍ଯଦବକ୍ତା ବୋଲି କ ହେ, ତବେେ ତୁମ୍ଭେ ତାକୁ ବଡ଼ ହରିକାଠ ରେ ଏକ ବଡ଼େି ରେ ବାନ୍ଧି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ପତ୍ରରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, ‘ଯିହୋୟାଦା ଯାଜକ ବଦଳରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କେହି ବାତୁଳ ହୋଇ ନିଜକୁ ଭବିଷ୍ୟ‌ଦ୍‌ବକ୍ତା ବୋଲି କହେ, ତେବେ ତୁମ୍ଭେ ତାକୁ ବଡ଼ ହରିକାଠରେ ଏକ ବେଡ଼ିରେ ବାନ୍ଧି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।