Jeremiah 29:27 — Compare Translations
5 translations compared side by side
Odia - 1840
"ସ୍ରତି ଯିରିମିୟ ନିଜକୁ ଭବିଷ୍ଯଦବକ୍ତା ପରି ଦଖାେଉଅଛି। ତୁମ୍ଭେ କାହିଁକି ତାକୁ ବନ୍ଦୀ ନ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ସମ୍ପ୍ରତି ଯିରିମିୟ ନିଜକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି। ତୁମ୍ଭେ କାହିଁକି ତାକୁ ବନ୍ଦୀ ନ କରିବ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ?
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ?