Jeremiah 29:28 — Compare Translations

5 translations compared side by side

Odia - 1840
"ଯିରିମିୟ ଆମ୍ଭମାନଙ୍କ ନିକଟକୁ ଏହି ବାର୍ତ୍ତା ଦଇେଅଛି, ତୁମ୍ଭମାନେେ ବାବିଲ ରେ ଦୀର୍ଘକାଳ ନିର୍ବାସିତ ହାଇେଅଛ। ତେଣୁ ତୁମ୍ଭମାନେେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଉପଭୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟ ଆମ୍ଭମାନଙ୍କ ନିକଟକୁ ଏହି ବାର୍ତ୍ତା ଦେଇଅଛି, ତୁମ୍ଭେମାନେ ବାବିଲରେ ଦୀର୍ଘକାଳ ନିର୍ବାସିତ ହୋଇଅଛ। ତେଣୁ ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଉପଭୋଗ କର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”
Odia IRV 2017 (ଓଡିଆ ବାଇବେଲ)
ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”