Jeremiah 29:30 — Compare Translations

5 translations compared side by side

Odia - 1840
"ତାହାପ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।