Jeremiah 29:31 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ତୁମ୍ଭେ ନିର୍ବାସିତ ସମସ୍ତ ଲୋକଙ୍କୁ ଏହି ସମ୍ବାଦ ଦିଅ, 'ନିହିଲାମୀଯ ଶମଯିଯର ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମଯିଯଙ୍କୁ ଭବିଷ୍ଯଦବକ୍ତା ପ୍ରଚାର ପାଇଁ ପଠାଇ ନାହୁଁ। ମାତ୍ର ସେ ମିଥ୍ଯା କହି ତୁମ୍ଭମାନଙ୍କର ବିଶ୍ବାସ ଜନ୍ମାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ଵାସ ଜନ୍ମାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ ନିର୍ବାସିତ ସମସ୍ତ ଲୋକଙ୍କୁ ଏହି ସମ୍ବାଦ ଦିଅ, ‘ନିହିଲାମୀୟ ଶମୟିୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟିୟଙ୍କୁ ଭବିଷ୍ୟଦ୍ବକ୍ତା ପ୍ରଗ୍ଭର ପାଇଁ ପଠାଇ ନାହୁଁ। ମାତ୍ର ସେ ମିଥ୍ୟା କହି ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,’