Jeremiah 29:32 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିହିଲାମୀଯ ଶମଯିଯକୁ ଓ ତାହାର ବଂଶକୁ ଦଣ୍ଡ ଦବୋ। ଏହି ଲୋକମାନଙ୍କ ମଧିଅରେ ବାସ କରିବାକୁ ତାହାର କହେି ରହିବେ ନାହିଁ। ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ପାଇଁ ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ। ଏହା ସଦାପ୍ରଭୁ କହନ୍ତି,ଆମ୍ଭେ ଶମଯିଯକୁ ଦଣ୍ଡ ଦବୋ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ବିଦ୍ରୋହର କଥା କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିହିଲାମୀୟ ଶମୟିୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା। ଏହି ଲୋକମାନଙ୍କ ମଧ୍ୟରେ ବାସ କରିବାକୁ ତାହାର କେହି ରହିବେ ନାହିଁ। ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ପାଇଁ ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ।’” ଏହା ସଦାପ୍ରଭୁ କହନ୍ତି,“‘ଆମ୍ଭେ ଶମୟିୟକୁ ଦଣ୍ଡ ଦେବା, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”