Jeremiah 29:4 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଆମ୍ଭେ ୟିରୁଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସହେି ସମସ୍ତ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ଆମ୍ଭେ ଯିରୁଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସମସ୍ତ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;