Jeremiah 29:5 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତାହାର ଫଳ ଉପ ଭୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତାହାର ଫଳ ଉପଭୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;
Odia IRV 2017 (ଓଡିଆ ବାଇବେଲ)
‘ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;