Jeremiah 29:7 — Compare Translations

5 translations compared side by side

Odia - 1840
"ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସହେି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସଠାେ ରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।’”