Jeremiah 29:8 — Compare Translations
5 translations compared side by side
Odia - 1840
"ସୈନ୍ଯଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ତୁମ୍ଭମାନେେ ଭବିଷ୍ଯଦବକ୍ତା ଓ ଗଣକମାନଙ୍କ କଥା ରେ ଭୁଲ ନାହିଁ। ସମାନେେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋୟୋଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ଵପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ଵପ୍ନରେ ମନୋଯୋଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଭବିଷ୍ୟଦ୍ବକ୍ତା ଓ ଗଣକମାନଙ୍କ କଥାରେ ଭୁଲ ନାହିଁ। ସେମାନେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋଯୋଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।