Jeremiah 29:9 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଆମ୍ଭ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି। କିନ୍ତୁ ଆମ୍ଭେ ସମାନଙ୍କେୁ ପ୍ ରରଣେ କରି ନାହୁଁ। ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। କିନ୍ତୁ ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।” ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।”