Jeremiah 3:10 — Compare Translations

5 translations compared side by side

Odia - 1840
"ଏସବୁ ସତ୍ତ୍ବେ ଇଶ୍ରାୟେଲର ବିଶ୍ବାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କବଳେ ଛଳନା କଲା। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ ସତ୍ତ୍ୱେ ଇସ୍ରାଏଲର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କେବଳ ଛଳନା କଲା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି,” ଏହା ସଦାପ୍ରଭୁ କହନ୍ତି।