Jeremiah 3:11 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ବିଶ୍ବାସଘାତିନୀ ଯିହୁଦା ଅପେକ୍ଷା ନିଜକୁ ଅଧିକ ଧାର୍ମିକା ଦଖାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ମୋତେ କହିଲେ, ବିପଥ-ଗାମିନୀ ଇସ୍ରାଏଲ ବିଶ୍ଵାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ନିଜକୁ ଅଧିକ ଧାର୍ମିକା ଦେଖାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।