Jeremiah 3:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ଵାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ୟରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ‘ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;