Jeremiah 3:15 — Compare Translations
5 translations compared side by side
Odia - 1840
"ତା'ପ ରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ନୂତନ ପାଳକଗଣ ଦବୋ, ଯେଉଁମାନେ କି ଆମ୍ଭପ୍ରତି ଅତ୍ଯନ୍ତ ବିଶ୍ବସ୍ତ ହବେେ। ସମାନେେ ଜ୍ଞାନ ଓ ବୁଦ୍ଧି ରେ ତୁମ୍ଭମାନଙ୍କୁ ଚଳାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ନୂତନ ପାଳକଗଣ ଦେବା, ଯେଉଁମାନେ କି ଆମ୍ଭ ପ୍ରତି ଅତ୍ୟନ୍ତ ବିଶ୍ୱସ୍ତ ହେବେ। ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚଳାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।’