Jeremiah 3:16 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତବେେଳେ ତୁମ୍ଭମାନେେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତେବେଳେ ତୁମ୍ଭେମାନେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ।” “ସେତେବେଳେ ଲୋକମାନେ ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବିଷୟରେ ଆଉ କହିବେ ନାହିଁ। କିଅବା ତାହା ମନରେ ପଡ଼ିବ ନାହିଁ।’ ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ। କି ତାହା ନିକଟକୁ ଯିବେ ନାହିଁ ଅଥବା ତାହା ଆଉ ନିର୍ମିତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ‘ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।’