Jeremiah 3:17 — Compare Translations
5 translations compared side by side
Odia - 1840
"ଆଉ ସେ ସମୟରେ ଲୋକମାନେ ୟିରୁଶାଲମକୁ 'ସଦାପ୍ରଭୁଙ୍କ ସିଂହାସନ' ବୋଲି କହିବେ। ସମଗ୍ର ଦେଶୀଯମାନେ ସଦାପ୍ରଭୁଙ୍କ ନାମ ରେ ସମ୍ମାନ ଜଣାଇବାକୁ ୟିରୁଶାଲମ ରେ ଏକତ୍ରୀତ ହବେେ। ପୁଣି ସମାନେେ ନିଜର ଅନ୍ତଃକରଣ ରେ ଦୁଷ୍ଟାଚାର ଅବାଧ୍ଯତା ଆଉ ଅନୁସରଣ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ସମୟରେ ଲୋକମାନେ ଯିରୁଶାଲମକୁ ‘ସଦାପ୍ରଭୁଙ୍କ ସିଂହାସନ’ ବୋଲି କହିବେ। ସମଗ୍ର ଦେଶୀୟମାନେ ସଦାପ୍ରଭୁଙ୍କ ନାମରେ ସମ୍ମାନ ଜଣାଇବାକୁ ଯିରୁଶାଲମରେ ଏକତ୍ରିତ ହେବେ। ପୁଣି ସେମାନେ ନିଜର ଅନ୍ତଃକରଣରେ ଦୁଷ୍ଟାଗ୍ଭର ଅବାଧ୍ୟତା ଆଉ ଅନୁସରଣ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)