Jeremiah 3:18 — Compare Translations
5 translations compared side by side
Odia - 1840
"ସେ ସମୟରେ ଯିହୁଦା ବଂଶ ଇଶ୍ରାୟେଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସମାନେେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯିହୁଦା-ବଂଶ ଇସ୍ରାଏଲ-ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ⇧ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଯିହୁଦା ବଂଶ ଇସ୍ରାଏଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।