Jeremiah 3:19 — Compare Translations

5 translations compared side by side

Odia - 1840
"ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ କହୁଅଛୁ, “ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ୟବହାର କରିବା, ନାନା ଦେଶୀୟମାନଙ୍କର ପରମ ରତ୍ନସ୍ୱରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା। ପୁଣି ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ‘ପିତା’ ବୋଲି ଡାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।”