Jeremiah 3:2 — Compare Translations

5 translations compared side by side

Odia - 1840
"ନିଷ୍ଫଳ ପର୍ବତକୁ ଦେଖ। କେଉଁଠା ରେ ତୁମ୍ଭେ ବ୍ଯଭିଚାର କରି ନାହଁ? ଯେପରି ଜଣେ ଆରବୀଯ ଲୋକ ପ୍ରାନ୍ତର ରେ ବ ସେ, ସହେିପରି ତୁମ୍ଭେ ସମାନଙ୍କେ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ବାସନୀଯତା ଓ ଦୁଷ୍କର୍ମ ଦ୍ବାରା ଦେଶକୁ 'ଅଶୁଚି' କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ⇧ ।
Odia Bible ERV 2004 (ପବିତ୍ର ବାଇବଲ)
“ନିଷ୍ଫଳ ପର୍ବତକୁ ଦେଖ। କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ? ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।