Jeremiah 3:21 — Compare Translations
5 translations compared side by side
Odia - 1840
"ବୃକ୍ଷଶୂନ୍ଯ ପାହାଡ଼ ଉପ ରେ ଇଶ୍ରାୟେଲ ଲୋକମାନଙ୍କର ରୋଦନ ତୁମ୍ଭମାନେେ ଶୁଣିବ। ସମାନେେ ଜାରେ ରେ ଚିତ୍କାର କରୁଛନ୍ତି, ଏବଂ କରୁଣା ପାଇଁ ପ୍ରାର୍ଥନା କରୁଛନ୍ତି। କାରଣ ସମାନେେ କୁଟିଳ ପଥଗାମୀ ହାଇେଛନ୍ତି ଓ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କୁ ପାଶୋରି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ଵର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୁକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ପକାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବୃକ୍ଷଶୂନ୍ୟ ପାହାଡ଼ ଉପରେ ଇସ୍ରାଏଲ ଲୋକମାନଙ୍କର ରୋଦନ ତୁମ୍ଭେମାନେ ଶୁଣିବ। ସେମାନେ ଜୋର୍ରେ ଚିତ୍କାର କରୁଛନ୍ତି, ଏବଂ କରୁଣା ପାଇଁ ପ୍ରାର୍ଥନା କରୁଛନ୍ତି। କାରଣ ସେମାନେ କୁଟିଳ ପଥଗାମୀ ହୋଇଛନ୍ତି ଓ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ପାଶୋରି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି।