Jeremiah 3:22 — Compare Translations
5 translations compared side by side
Odia - 1840
"ଆଉମଧ୍ଯ ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭପ୍ରତି ଅବିଶ୍ବସ୍ତ ହାଇେଅଛ। ମାତ୍ର ତୁମ୍ଭମାନେେ ଫରେିଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା। ଆଉ ତୁମ୍ଭମାନେେ କହିବ, ହଁ, ଆମ୍ଭମାନେେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉମଧ୍ୟ ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇଅଛ। ମାତ୍ର ତୁମ୍ଭେମାନେ ଫେରି ଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା।” “ଆଉ ତୁମ୍ଭେମାନେ କହିବ, ‘ହଁ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
Odia IRV 2017 (ଓଡିଆ ବାଇବେଲ)
ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।